କନକ ବ୍ୟୁରୋ : ମୟୂରଭଞ୍ଜ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଇଛି ଯାନ୍ତ୍ରୀକ ତ୍ରୁଟି । ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ । କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହେଲିକପ୍ଟରରେ ଯାନ୍ତ୍ରୀକ ତ୍ରୁଟି କାରଣରୁ କାର୍ ଯୋଗେ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରୀକ ତ୍ରୁଟି । ବାତିଲ ହେଲା ମୟୂରଭଞ୍ଜ ଗସ୍ତ
ମୟୂରଭଞ୍ଜ ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଦେଖାଦେଇଛି ଯାନ୍ତ୍ରୀକ ତ୍ରୁଟି । ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ । କେନ୍ଦୁଝରରୁ ଭୁବନେଶ୍ୱର ଫେରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
/kanak/media/media_files/jmGEFLRmls6AIbFJs7Bk.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)