କନକ ବ୍ୟୁରୋ: ସମ୍ବଲପୁର ଜିଲ୍ଲା କୁଚିଣ୍ଡାରୁ ଲଜ୍ଜା । ପ୍ରେମିକ ଆଗରେ ନାବାଳିକା ପ୍ରେମିକାକୁ ଜଙ୍ଗଲକୁ ଟେକି ନେଇ ଗଣଦୁଷ୍କର୍ମ ଅଭିଯୋଗ। ପ୍ରେମିକ ସହ ଯାତ୍ରା ଦେଖିବାକୁ ଯାଇଥିବା ବେଳେ ମହୁଲପାଲି ଥାନା ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଛି । ଗତ ୨୭ ତାରିଖରେ ଘଟଣା ଘଟିଥିବା ବେଳେ ଗତକାଲି ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ଏହାପରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us