ଫାଟିଗଲା ଟାୟାର ପ୍ରେସର ଦୋକାନର ଏୟାର ଟାଙ୍କି, ଦୋକାନ ମାଲିକଙ୍କ ମୃତ୍ୟୁ, ଅନ୍ୟ ୨ ଆହତ

Advertisment

ଟାୟାର ପ୍ରେସର୍ ଟାଙ୍କି ଫାଟି ଜଣେ ମୃତ, ଦୁଇ ଆହତ। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନ ଜାତୀୟ ରାଜପଥ ଦଧିମାଛ ଗାଡ଼ିଆ ଛକରେ ଅଘଟଣ। ମା ଭଗବତୀ ଚନ୍ଦନ ଟାୟାର ପ୍ରେସର ଦୋକାନରେ ସକାଳୁ ସକାଳୁ ଟାୟାର ପ୍ରେସର୍ ଦେଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା।

wdw

କନକ ବ୍ୟୁରୋ: ଟାୟାର ପ୍ରେସର୍ ଟାଙ୍କି ଫାଟି ଜଣେ ମୃତ, ଦୁଇ ଆହତ। ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ୧୬ନ ଜାତୀୟ ରାଜପଥ ଦଧିମାଛ ଗାଡ଼ିଆ ଛକରେ ଅଘଟଣ। ମା ଭଗବତୀ ଚନ୍ଦନ ଟାୟାର ପ୍ରେସର ଦୋକାନରେ ସକାଳୁ ସକାଳୁ ଟାୟାର ପ୍ରେସର୍ ଦେଉଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା। ପ୍ରେସର ଟାଙ୍କି ଫାଟିବାରୁ ସେଠାରେ କାମ କରୁଥିବା ମିସ୍ତ୍ରୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ବିସ୍ଫୋରଣର ଶବ୍ଦ ଏତେ ଭୟଙ୍କର ହୋଇଥିଲା ଯେ, ବୋମାମାଡର ଭ୍ରମ ସୃଷ୍ଟି ହୋଇଥିଲା। ମୃତକଙ୍କ  ନାମ୍ ନବଘନ ବରାଡ। ଦୁର୍ଘଟଣାରେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ଖୋର୍ଦ୍ଧା ମେଡିକାଲ ରେ ଭର୍ତ୍ତି କରାଯାଇଛି। ଖୋର୍ଦ୍ଧା ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe