କନକ ବ୍ୟୁରୋ: ଆକାଶ ମାର୍ଗରୁ ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ବାତ୍ୟା ଓ ତତ୍ ଜନିତ ବନ୍ୟା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ। ସନ୍ଧ୍ୟା ୬ଟାରେ ଏସଆରସି ଅଫିସରେ ଏନେଇ ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ । ରବିବାର ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। c
ଆକାଶ ମାର୍ଗରୁ ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କଲେ ମୋହନ ମାଝୀ
ଆକାଶ ମାର୍ଗରୁ ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ବାତ୍ୟା ଓ ତତ୍ ଜନିତ ବନ୍ୟା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ।
/kanak/media/media_files/2024/10/28/Mw4eiOhGtdqA2NvgCATs.jpeg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)