ବାଲେଶ୍ୱରରେ ପହଞ୍ଚି ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଯାଇ କଲେ ସମୀକ୍ଷା

Advertisment

ବାଲେଶ୍ୱରରେ ପହଞ୍ଚି ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।

ବାଲେଶ୍ୱରରେ ପହଞ୍ଚି ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।

swd

କନକ ବ୍ୟୁରୋ: ବାଲେଶ୍ୱରରେ ପହଞ୍ଚି ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ। ସୁବର୍ଣ୍ଣପୁର ଓ ଜଳକା ନଦୀରେ ବନ୍ୟା ଯୋଗୁଁ ବସ୍ତା, ବାଲିଆପାଳ ଓ ଭୋଗରାଇ ବ୍ଲକର ଅନେକ ଗାଁ ଜଳବନ୍ଦି ହୋଇ ରହିଛି। ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ହେଲିକପ୍ଟର ଯୋଗେ ଆକାଶମାର୍ଗରୁ ବନ୍ୟା ସ୍ଥିତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବାଲିଆପାଳ ଓ ଭୋଗରାଇ ବ୍ଲକର ବନ୍ୟା ସ୍ଥିତି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ। ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ମଧ୍ୟମ ଧରଣର ବନ୍ୟା ହେବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୁଚନା ଦେଇଛନ୍ତି। ସେଥିପାଇଁ ଜିଲ୍ଲା ପ୍ରଶାସନକୁ ସଜାଗ ରଖାଯାଇଛି। ଆବଶ୍ୟକ ପଡିଲେ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe