୩ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ: କାଲି ଦିଲ୍ଲୀରେ ବସିବାକୁ ଥିବା ମାଓ ମୁକାବିଲା ବୈଠକରେ ହେବେ ସାମିଲ

Advertisment

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତାକାଲି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ।

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତାକାଲି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ।

wdw

କନକ ବ୍ୟୁରୋ: ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଛନ୍ତି। ଆସନ୍ତାକାଲି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ। ୮ଟି ନକ୍ସଲ ପ୍ରବଣ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବେ। ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ମାଓବାଦୀଙ୍କୁ କିଭଳି ଦମନ କରାଯାଇପାରିବ, ଏଥିପାଇଁ କି କି ରଣନୀତି କରାଯାଇପାରିବ, ସେନେଇ ଆଲୋଚନା କରିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ। ଆଉ ଏହି ବୈଠକରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe