କନକ ବ୍ୟୁରୋ : ପ୍ରବଳ ବର୍ଷାରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଜି ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଥିଲା । ମାତ୍ର ପ୍ରବଳ ବର୍ଷା ପାଇଁ ତାଙ୍କ ବିମାନ ଓହ୍ଲାଇ ପାରିନାହିଁ । ପାଗ ଖରାପ ଯୋଗୁଁ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇ ପାରିଲେନି ମୁଖ୍ୟମନ୍ତ୍ରୀ। ବର୍ଷା ପାଇଁ ତାଙ୍କ ବିମାନ କୋଲକତା ଚାଲିଯାଇଛି । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ପ୍ରବଳ ବର୍ଷା: ଓହ୍ଲାଇପାରିଲାନି ମୋହନଙ୍କ ହେଲିକପ୍ଟର
ପ୍ରବଳ ବର୍ଷାରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଜି ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଥିଲା ।
/kanak/media/media_files/2025/09/05/32-2025-09-05-12-07-09.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)