କନକ ବ୍ୟୁରୋ : ରାଜଧାନୀର ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ସମାପନ ଦିବସ । ଏହି ଅବସରରେ ମହାମହିମ ରାଷ୍ଟ୍ରପତି ଆଜି ଅନେକ ପ୍ରବାସୀ ଭାରତୀୟଙ୍କୁ ସମ୍ମାନୀତ କରିବାର କାର୍ଯ୍ୟକ୍ରମ ରହିଛି । ଏହାରି ଭିତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି । ତାଙ୍କ ଘୋଷଣା ମୁତାବକ ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ବୁଲିବା ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖିପାରିବେ । ୧୨ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନ ଆସି ଏଭଳି କାର୍ଯ୍ୟକ୍ରମ ଦେଖିପାରିବେ ବୋଲି ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି ।
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ବୁଲିପାରିବେ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଏହାରି ଭିତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି । ତାଙ୍କ ଘୋଷଣା ମୁତାବକ ଆଜି ସନ୍ଧ୍ୟାରୁ ସାଧାରଣ ଲୋକେ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ ବୁଲିବା ସହ ବିଭିନ୍ନ ଗ୍ୟାଲେରୀର ଷ୍ଟଲ ଦେଖିପାରିବେ ।
/kanak/media/media_files/2025/01/10/EjGMmL1SJ1ToaqvzWunK.jpg)