କନକ ବ୍ୟୁରୋ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷର ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଗୁରୁତ୍ବାରୋପ କରିଛନ୍ତି ଅର୍ଥମନ୍ତ୍ରୀ। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଭାରତର ଜିଡିପି ବା ଅଭିବୃଦ୍ଧି ହାର ୬.୩ରୁ ୬.୮ ପ୍ରତିଶତ ମଧ୍ୟରେ ରହିବା ଆକଳନ କରାଯାଇଛି। ଅର୍ଥାତ୍ ଆସନ୍ତା ବର୍ଷ ଅର୍ଥନୈତିକ ଅଭିବୃଦ୍ଧି ହାର କମିପାରେ। ଆଜି ଉଭୟ ଲୋକସଭା ଓ ରାଜ୍ୟସଭାରେ ଅର୍ଥମନ୍ତ୍ରୀ ଏହି ରିପୋର୍ଟ ଆଗତ କରିଛନ୍ତି।
ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ: ଦେଶର ଜିଡିପି ହାର ୬.୩ରୁ ୬.୮ ପ୍ରତିଶତ ଆକଳନ
ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷର ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଗୁରୁତ୍ବାରୋପ କରିଛନ୍ତି ଅର୍ଥମନ୍ତ୍ରୀ।
/kanak/media/media_files/2025/01/31/JAhXP5NQNOpjeU8jDhFU.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)