କନକବ୍ୟୁରୋ : ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ନବନିଯୁକ୍ତ ଯୁବକମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବା ଅବସରରେ ଏହା କହିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷର ଦୀପାବଳିର ବିଶେଷତ୍ବ ରହିଛି । ୫୦୦ ବର୍ଷ ପରେ ଭଗବାନ ରାମ ଅଯୋଧ୍ୟାରେ ତାଙ୍କ ଭବ୍ୟ ମନ୍ଦିରରେ ବସିଛନ୍ତି ଏବଂ ତାଙ୍କ ସହ ଏହି ଭବ୍ୟ ମନ୍ଦିରରେ ପ୍ରଥମ ଦୀପାବଳି ପାଳନ କରାଯିବ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/10/30/jP3C0IriljiTbvhE1YBT.jpg)