ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତ । ଅଯୋଧ୍ୟାରେ ପ୍ରଥମଥର ଦିପାବଳୀ ପାଳିବେ ପ୍ରଧାନମନ୍ତ୍ରୀ

Advertisment

ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି

ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି

ayodha

କନକବ୍ୟୁରୋ : ଦୀର୍ଘ ୫୦୦ ବର୍ଷର ପ୍ରତୀକ୍ଷା ପରେ ପ୍ରଥମ ଥର ପାଇଁ ଭଗବାନ ରାମ ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଦୀପାବଳି ପାଳନ କରିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ନବନିଯୁକ୍ତ ଯୁବକମାନଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିବା ଅବସରରେ ଏହା କହିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷର ଦୀପାବଳିର ବିଶେଷତ୍ବ ରହିଛି । ୫୦୦ ବର୍ଷ ପରେ ଭଗବାନ ରାମ ଅଯୋଧ୍ୟାରେ ତାଙ୍କ ଭବ୍ୟ ମନ୍ଦିରରେ ବସିଛନ୍ତି ଏବଂ ତାଙ୍କ ସହ ଏହି ଭବ୍ୟ ମନ୍ଦିରରେ ପ୍ରଥମ ଦୀପାବଳି ପାଳନ କରାଯିବ। 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe