ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା: ୬ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା

Advertisment

ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ୬ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ମାର୍ଚ୍ଚ ୮ରେ ଦ୍ୱିତୀୟ କିସ୍ତିର ସୁଭଦ୍ରା ଟଙ୍କା ପଠାଯିବ ।

ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ୬ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ମାର୍ଚ୍ଚ ୮ରେ ଦ୍ୱିତୀୟ କିସ୍ତିର ସୁଭଦ୍ରା ଟଙ୍କା ପଠାଯିବ ।

effef

Photograph: (kanak news)

କନକ ବ୍ୟୁରୋ: ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା । ୬ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ମାର୍ଚ୍ଚ ୮ରେ ଦ୍ୱିତୀୟ କିସ୍ତିର ସୁଭଦ୍ରା ଟଙ୍କା ପଠାଯିବ । ବିଭିନ୍ନ କାରଣ ପାଇଁ ଯେଉଁମାନେ ସୁଭଦ୍ରା ଟଙ୍କା ପାଇନାହାଁନ୍ତି, ସେମାନେ ଏକାବେଳେ ଦୁଇଟି କିସ୍ତି ଅର୍ଥାତ ୧୦ ହଜାର ଟଙ୍କା ପାଇବେ। ଯାହାକି ମାର୍ଚ୍ଚ ୮ ତାରିଖରେ ମିଳିବାକୁ ଯାଉଛି । ଯିଏ ଆଦୌ ଆବେଦନ କରିନାହାଁନ୍ତି ସେମାନେ ଯଦି ଏବେ ଆବେଦନ କରନ୍ତି ତେବେ ମାର୍ଚ୍ଚ ୮ ତାରିଖରେ ଦୁଇଟି କିସ୍ତି ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe