କନକ ବ୍ୟୁରୋ: ମାଛ କଲା ଲକ୍ଷ ପତି। ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ ଏହି ମାଛଟି ଧରା ପଡ଼ିଛି ।
ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବନ୍ଦରରେ ମାଛଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଦୀଘା ନଦୀ ମୁହାଣରେ ଥିବା ମତ୍ସ୍ୟ ସମ୍ପଦ ନିଲାମ କେନ୍ଦ୍ରରେ ମାଛକୁ ବିକ୍ରି କରାଯାଇଥିବା ଜଣା ପଡିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/03/03/Xg8t7DTVXq13LqQ0rHJC.jpg)