ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାପାଙ୍କୁ ମିଳିଲା ଆୟୁଷ୍ମାନ କାର୍ଡ, ସୋସିଆଲ ମିଡିଆରେ ସୂଚନା ଦେଲେ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ

ଏହି କ୍ରମରେ ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବାପା ମୀନକେତନ ମହାଲିଙ୍ଗଙ୍କୁ ମିଳିଛି ଏହି ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ । ମୀନକେତନ ମହାଲିଙ୍ଗ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

 MþòKZòòK\^

କନକ ବ୍ୟୁରୋ : ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହ ରାଜ୍ୟରେ ଲାଗୁ ହୋଇଛି ଆୟୁଷ୍ମାନ ବୟୋ ବନ୍ଦନ ଯୋଜନା । ଏହି ଯୋଜନା ଅଧିନରେ ୭୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କ ମାଗଣା ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଇଛି । ଏହି କ୍ରମରେ ସ୍ୱାସ୍ଥ୍ର୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବାପା ମୀନକେତନ ମହାଲିଙ୍ଗଙ୍କୁ ମିଳିଛି ଏହି ସ୍ୱାସ୍ଥ୍ୟବୀମା ଯୋଜନାର କାର୍ଡ । ମୀନକେତନ ମହାଲିଙ୍ଗ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ । ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହ ୭୦ ବର୍ଷରୁ ଅଧିକ ବୟସ୍କ ଯୋଗ୍ୟ ହିତାଧିକାରୀ ଏହି ଯୋଜନାର ଲାଭ ଉଠାଇବାକୁ କାର୍ଡ ଡାଉନଲୋଡ କରନ୍ତୁ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe