କନକ ବ୍ୟୁରୋ: ଚାଲିଛି ପୁଣ୍ୟର ମାସ କାର୍ତ୍ତିକ । ହବିଷ୍ୟାଳୀଙ୍କ ଗହଳି ଚହଳିରେ ପୁରି ଉଠୁଛି ଶ୍ରୀକ୍ଷେତ୍ର। ଏକ ମାସ ଧରି ଚାଲିବାକୁ ଥିବା ବ୍ରତଧାରୀଙ୍କ ପୂଜା ରେ ଗୁଞ୍ଜରିତ ହେଉଛି ପବିତ୍ର ପୁରୀ ।
ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର ରହିଥିବାରୁ ଶ୍ରୀମନ୍ଦିର ସମେତ ବିଭିନ୍ନ ଶୈବ ପୀଠ ଗୁଡିକ ରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରୀ ମନ୍ଦିରରେ ମହାପ୍ରଭୁ ଙ୍କ ବାଳଧୂପ ନୀତି ସହ ଚାଲିଛି କାର୍ତ୍ତିକ ମାସର ସ୍ବତନ୍ତ୍ର ନୀତିକାନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/10/13/kartik-2025-10-13-08-22-04.jpg)