ଜଳୁଛି ମଧ୍ୟପ୍ରାଚ୍ୟ, ଭୟଙ୍କର ହେଉଛି ଇରାନ-ଇସ୍ରାଏଲ ଲଢେଇ । ଇରାନ ଉପରେ କଟକଣା ଲଗାଇବକୁ ଜି-୭ ରାଷ୍ଟ୍ର ପ୍ରସ୍ତୁତ

Advertisment

ଇରାନ ଉପରେ ନୂଆ କଟକଣା ଲଗାଇବା ନେଇ ବୈଠକରେ ଆଲୋଚନା ହୋଇଛି । ବାଇଡେନ୍ ଓ ଜି-୭ ନେତାମାନେ ଇରାନର ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣକୁ ସମର୍ଥନ କରୁନଥିବା କଥା ବାଇଡେନ୍ କହିଛନ୍ତି। ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ହେଉ ବୋଲି ଆମେ ଚାହୁଁଛୁ ବୋଲି ବାଇଡେନ କହିଛନ୍ତି। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି ଯେ ଇସ୍ରାଏଲ୍ ଉପରେ ମିସାଇଲ ଆକ୍ରମଣ ପରେ ଇରାନ୍ ବିରୋଧରେ ନୂଆ କଟକଣା ଲାଗୁ କରିବା ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଜି-୭ ରାଷ୍ଟ୍ରମୁଖ୍ୟଙ୍କ ସହ ଫୋନରେ କଥା ହୋଇଥିବା ହ୍ୱାଇଟ୍ ହାଉସ୍ ପକ୍ଷରୁ କୁହାଯାଇଛି ।

TEWTSGSRG

କନକ ବ୍ୟୁରୋ : ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ବଡ ଯୁଦ୍ଧର ଆଶଙ୍କା ଦେଖାଦେଇଛି । ଏହାରି ଭିତରେ ଇରାନ ଉପରେ ନୂଆ କଟକଣା ଲଗାଇବା ପାଇଁ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଓ ମେଲୋନୀ ଜରୁରୀକାଳୀନ ଜି-୭ ବୈଠକ ଡାକିଛନ୍ତି । ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଓ ମେଲୋନୀ ଜି-୭ର ଜରୁରୀ ବୈଠକ ଡାକିଛନ୍ତି । ଇରାନ ଉପରେ ନୂଆ କଟକଣା ଲଗାଇବା ନେଇ ବୈଠକରେ ଆଲୋଚନା ହୋଇଛି । ବାଇଡେନ୍ ଓ ଜି-୭ ନେତାମାନେ ଇରାନର ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ଇରାନର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣକୁ ସମର୍ଥନ କରୁନଥିବା କଥା ବାଇଡେନ୍ କହିଛନ୍ତି। ଆଲୋଚନା ମାଧ୍ୟମରେ ଏହି ସମସ୍ୟାର ସମାଧାନ ହେଉ ବୋଲି ଆମେ ଚାହୁଁଛୁ ବୋଲି ବାଇଡେନ କହିଛନ୍ତି। ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି ଯେ ଇସ୍ରାଏଲ୍ ଉପରେ ମିସାଇଲ ଆକ୍ରମଣ ପରେ ଇରାନ୍ ବିରୋଧରେ ନୂଆ କଟକଣା ଲାଗୁ କରିବା ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଜି-୭ ରାଷ୍ଟ୍ରମୁଖ୍ୟଙ୍କ ସହ ଫୋନରେ କଥା ହୋଇଥିବା ହ୍ୱାଇଟ୍ ହାଉସ୍ ପକ୍ଷରୁ କୁହାଯାଇଛି । ବାଇଡେନ୍ ଓ ଜି-୭ ନେତାମାନେ ଇରାନର ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି। ରାଷ୍ଟ୍ରପତି ବାଇଡେନ ଇସ୍ରାଏଲ ଏବଂ ଏହାର ଜନସାଧାରଣଙ୍କ ପ୍ରତି ଆମେରିକାର ଏକତା ଏବଂ ସମର୍ଥନକୁ ଦୋହରାଇଛନ୍ତି । ଇସ୍ରାଏଲର ସୁରକ୍ଷା ପାଇଁ ଆମେରିକା ପ୍ରତିଶୃତିବଦ୍ଧ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଯେ ଇସ୍ରାଏଲ ନିଜ ଉପରେ ହୋଇଥିବା ଆକ୍ରମଣର ଜବାବ ଦେବ, କିନ୍ତୁ ଆମେ ଇରାନର ପରମାଣୁ ଆକ୍ରମଣକୁ ସମର୍ଥନ କରୁନାହୁଁ । ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ଜବାବ ଦେବାର ଅଧିକାର ଇସ୍ରାଏଲର ରହିଛି । ସେମାନେ କ'ଣ କରିବାକୁ ଯାଉଛନ୍ତି ସେନେଇ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ହ୍ବାଇଟ୍ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି । ସେପଟେ ଏନେଇ ଇରାନ ପକ୍ଷରୁ କୌଣସି ସୂଚନା ମିଳିପାରିନାହିଁ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe