ପୁଣି ଉଠିଲା କଟନି ଛଟନି ପ୍ରସଙ୍ଗ : ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ମନ ଇଚ୍ଛା ହେବନି କଟନି ଛଟନୀ

Advertisment

ଦିନକ ପରେ ଧାନ କିଣା ଆରମ୍ଭ ହେବାକୁ ଯାଉଥିବା ବେଳେ ପୁଣି ଉଠିଲା କଟ୍‌ନି ଛଟ୍‌ନି ପ୍ରସଙ୍ଗ। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି, ମନ ଇଚ୍ଛା କଟନି ଛଟନି ହେବ ନାହିଁ, ଯେତେ କମ୍ ହେବ। ଯେଉଁଠି ଏଫ.ଏ.କ୍ୟୁ ମାନ କମ୍ ଥିବ ଏବଂ ଧାନରେ ଆର୍ଦ୍ରତା ଥିବ, ସେଠାରେ କେତେ ପ୍ରତିଶତ କଢ଼ାଯିବ, ତାହା ନିର୍ଦ୍ଧାରିତ କରାଯିବ।

kkkk jjjjjjjjjj

କନକବ୍ୟୁରୋ : ଦିନକ ପରେ ଧାନ କିଣା ଆରମ୍ଭ ହେବାକୁ ଯାଉଥିବା ବେଳେ ପୁଣି ଉଠିଲା କଟ୍‌ନି ଛଟ୍‌ନି ପ୍ରସଙ୍ଗ। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ କହିଛନ୍ତି, ମନ ଇଚ୍ଛା କଟନି ଛଟନି ହେବ ନାହିଁ, ଯେତେ କମ୍ ହେବ ।   ଯେଉଁଠି ଏଫ.ଏ.କ୍ୟୁ ମାନ କମ୍ ଥିବ ଏବଂ ଧାନରେ ଆର୍ଦ୍ରତା ଥିବ, ସେଠାରେ କେତେ ପ୍ରତିଶତ କଢ଼ାଯିବ, ତାହା ନିର୍ଦ୍ଧାରିତ କରାଯିବ ।   ତେବେ ସୁରୁଖୁରୁରେ କିଭଳି ଧାନ କିଣା ହେବ, ସେନେଇ ପ୍ରସ୍ତୁତି ହୋଇଥିବା କହିଛନ୍ତି କେଭି ସିଂହଦେଓ ।  ଧାନ କିଣାର ଗୋଟେ ସ୍ଲିପ ଚାଷୀ ଏବଂ ଆଉ ଗୋଟେ ସ୍ଲିପ୍ ସରକାରଙ୍କ ପାଖରେ ରହିବ  ।  ୨୦ ତାରିଖରେ ବରଗଡ଼ ଜିଲ୍ଲାର ସୋହେଲାରେ ଧାନ କିଣା ଆରମ୍ଭ ହେବ। ଏକ ବିରାଟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ଖୋଲାଯିବ ମଣ୍ଡି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe