ଘରେ ଘରେ ପହଞ୍ଚିବ ନ୍ୟାୟ ; ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନାୟାଳୟ

ଲୋକଙ୍କ ଡୋର ଷ୍ଟେପରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା  । ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ପ୍ରକ୍ରିୟା ଆରମ୍ଭ ହେବ  । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ।

21hh

କନକ ବ୍ୟୁରୋ: ଲୋକଙ୍କ ଡୋର ଷ୍ଟେପରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା  । ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ ପ୍ରକ୍ରିୟା ଆରମ୍ଭ ହେବ  । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ।

ଲୋକଙ୍କ ପାଖରେ ପହଞ୍ଚିବ ନ୍ୟାୟ  । ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟଳୟ ଆରମ୍ଭ କରିବେ ସରକାର  । ଛୁଟି ଗ୍ରାମ୍ୟ ନ୍ୟାୟଳୟ ଆରମ୍ଭ ପାଈଁ ଅନୁମତି ଦିଆଯାଇଛି  । ତାପରେ ସମସ୍ତ ବ୍ଲକରେ ଖୋଲିବ ଗ୍ରାମ୍ୟ ନ୍ୟାୟାଳୟ  । ଏଥିରେ ମଧ୍ୟସ୍ଥତା ମାଧ୍ୟମରେ ମାମଲା ସମାଧାନ କରାଯିବ  । ଗ୍ରାମ୍ୟ ନ୍ୟାୟଳୟ ଖୋଲିଲେ ମାମଲା ସଂଖ୍ୟା କମିବ  । ଆଇନ ବ୍ୟବସ୍ଥା ଉପରେ ଚାପ ବି କମିବ  । ଯାହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଈ ପାରିବ  । ଭାରତୀୟ ନ୍ୟାୟ ସଂହିତା ଜାଗୃତି କରଣ କାର୍ଯ୍ୟକ୍ରମରେ ଏହି ସୂଚନା ଦେଇଛନ୍ତି । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe