ରାଉରକେଲା ଅଶାନ୍ତ: ଛେଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଦୁଇଜଣଙ୍କୁ  ଛୁରାମାଡ କରି ଦୁର୍ବୃତ୍ତ ଫେରାର, ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ରାଉରକେଲାରେ ଛୁରା ମାଡ। ଛେଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏହ ଘଟଣା । ଦୁର୍ବୃତ୍ତଙ୍କ ଛୁରା ମାଡ଼ରେ ଜଣେ ମୃତ, ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ଆରଜିଏଚ ମେଡିକାଲରେ ଭର୍ତ୍ତି କରାଯାଇଛି ।

dvd

କନକ ବ୍ୟୁରୋ: ରାଉରକେଲାରେ ଛୁରା ମାଡ। ଛେଣ୍ଡ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏହ ଘଟଣା । ଦୁର୍ବୃତ୍ତଙ୍କ ଛୁରା ମାଡ଼ରେ ଜଣେ ମୃତ, ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ଆରଜିଏଚ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ମୃତକଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । କେଉଁ କାରଣକୁ ନେଇ କିଏ ଛୁରାମାଡ କଲା ତାହା ମଧ୍ୟ ଜଣାପଡିନାହିଁ । ଅନ୍ୟପଟେ ଖବର ପାଇଁ ରାଉରକେଲା ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe