ମନ୍ତ୍ରୀଙ୍କ ବଡ ବୟାନ । ସେପ୍ଟେମ୍ବର ସୁଦ୍ଧା ମିଳିବ ନୂଆ ରାସନ୍ କାର୍ଡ । ଏଯାଏଁ ଆବେଦନ କଲେଣି ୧୦ ଲକ୍ଷ ।

Advertisment

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ । ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ ୧୦ ଲକ୍ଷ ଲୋକ ଆବେଦନ କଲେଣି ।

Updated On

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ । ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ ୧୦ ଲକ୍ଷ ଲୋକ ଆବେଦନ କଲେଣି ।

ଅଦ୍ୟତନ ହୋଇଛି
RATION CARD

କନକ ବ୍ୟୁରୋ:  ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ ବୟାନ । ସେପ୍ଟେମ୍ବର ସୁଦ୍ଧା ଯୋଗ୍ୟ ବ୍ୟକ୍ତିଙ୍କୁ ମିଳିବ ନୂଆ ରାସନ୍ କାର୍ଡ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନୂଆକରି ରାସନ୍ କାର୍ଡ ପାଇବାକୁ ୧୦ ଲକ୍ଷ ଲୋକ ଆବେଦନ କଲେଣି । ସେମାନଙ୍କୁ ସେପ୍ଟେମ୍ବର ସୁଦ୍ଧା ନୂଆ ରାସନ୍ କାର୍ଡ ଯୋଗାଇ ଦିଆଯିବ । ତେବେ ଏବେ ବି ନୂଆ କାର୍ଡ ପାଇଁ ଆବେଦନ ଜାରି ରହିଛି ବୋଲି ବିଧାନସଭାରେ କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe