କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । କାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ତେବେ ୧୩ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ୧୫ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି ।
୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ; ୧୫ରୁ କମିବ ରାତିର ତାପମାତ୍ରା
ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।