ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ ,ସୁରକ୍ଷିତ ଉଦ୍ଧାର କଲେ ସ୍ଥାନୀୟ ଲୋକେ ।

ବୈାଦ୍ଧ ଜିଲ୍ଲା ମର୍ଜାକୁଦ ବ୍ରିଜରୁ ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲାରେ । ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଛାତ୍ରୀ ଜଣଙ୍କ ନବମ ଶ୍ରେଣୀରେ ପାଠ ପଢନ୍ତି ବୋଲି ସୂଚନା ମିଳିଛି ।

 pic

କନକବ୍ୟୁରୋ: ବୈାଦ୍ଧ ଜିଲ୍ଲା ମର୍ଜାକୁଦ ବ୍ରିଜରୁ ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲାରେ । ଛାତ୍ରୀଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ  ଛାତ୍ରୀ ଜଣଙ୍କ ନବମ ଶ୍ରେଣୀରେ ପାଠ ପଢନ୍ତି ବୋଲି ସୂଚନା ମିଳିଛି ।

ଆଜି ସକାଳେ ନାବାଳିକା ଜଣଙ୍କ ଚପଲ ଓ ସାଇକେଲ ଥୋଇ ନଦୀକୁ ଡେଇଁ ପଡିବା ବେଳେ ସ୍ଥାନୀୟ ଲୋକ ଦେଖି ଉଦ୍ଧାର ପାଇଁ ଚିକ୍ରାର କରିଥିଲେ । ଏହାପରେ ସ୍ଥାନୀୟ ଲୋକଙ୍କ ବହୁ ଖୋଜାଖୋଜି ପରେ ଉଦ୍ଧାର କରାଯାଇ ତାଙ୍କୁ ମେଡିକାଲ ରେ ଭର୍ତ୍ତି କରାଯାଇଥିଲା । ତେବେ କେଉଁ କାରଣ ପାଇଁ ନାବାଳିକା ଜଣଙ୍କ ନଦୀକୁ ଡେଇଁଥିଲେ ତାର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe