କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଉପରେ ଚଢିଗଲା ତେଲ ଟ୍ୟାଙ୍କର ଗାଡ଼ି

Advertisment

କେନ୍ଦ୍ରାପଡ଼ା ଅଁଳା ବାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ଉପରେ ଚଢିଗଲା ତେଲ ଟ୍ୟାଙ୍କର । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।

କେନ୍ଦ୍ରାପଡ଼ା ଅଁଳା ବାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ଉପରେ ଚଢିଗଲା ତେଲ ଟ୍ୟାଙ୍କର । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।

The oil tanker ran over

କନକ ବ୍ୟୁରୋ : କେନ୍ଦ୍ରାପଡ଼ା ଅଁଳା ବାଙ୍କ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ଉପରେ ଚଢିଗଲା ତେଲ ଟ୍ୟାଙ୍କର । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଚଣ୍ଡିଖୋଲରୁ କେନ୍ଦ୍ରାପଡ଼ା ଅଭିମୁଖେ ଆସୁଥିବା ଏକ ବାଇକକୁ ତେଲ ଟ୍ୟାଙ୍କର ପଛ ପଟୁ ଧକ୍କା ଦେଇଥିଲେ। 

ମୃତକ ହେଉଛନ୍ତି, କୁଜଙ୍ଗର ଭବାନୀ ପ୍ରସାଦ ମହାପାତ୍ର ଓ ଅନ୍ୟ ଚାନ୍ଦବାଲି ଅଞ୍ଚଳର ବୋଲି ଜଣାପଡିଛି । ଧକ୍କା ଦେଇଥିବା ଗାଡିକୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ବିଳମ୍ୱରେ ପହଞ୍ଚିବାରୁ ଉତ୍ତେଜନା ପ୍ରକାଶ ପାଇବା ସହ ସ୍ଥାନୀୟ ଲୋକେ ରାସ୍ତା ରୋକ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe