ସ୍ଥଗିତ ରହିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ଆସିଥାନ୍ତେ ଓଡିଶା ।

Advertisment

ସ୍ଥଗିତ ରହିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ବର୍ତ୍ତମାନ ପାଇଁ ସ୍ଥଗିତ ରହିଛି

ସ୍ଥଗିତ ରହିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ବର୍ତ୍ତମାନ ପାଇଁ ସ୍ଥଗିତ ରହିଛି

droupadi murmu

କନକ ବ୍ୟୁରୋ: ସ୍ଥଗିତ ରହିଲା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡିଶା ଗସ୍ତ ବର୍ତ୍ତମାନ ପାଇଁ ସ୍ଥଗିତ ରହିଛି । ତେବେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ଯାଏଁ ମହାମହିମ ରାଷ୍ଟ୍ରପତି ଓଡିଶା ଆସିବାର ଥିଲା । ଯେଉଁଥିରେ କି ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବେନଶ୍ୱରରେ କାର୍ଯ୍ୟକ୍ରମ ଥିଲା । ଯାହାକି ଏବେ ସ୍ଥଗିତ ରଖାଯାଇଥିଲା । ତେବେ ଅନିବାର୍ଯ୍ୟ କାରଣ ଯୋଗୁଁ ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ରହିଛି ବୋଲି କୁହାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe