ଦଶହରା ଭେଟି ଦେଲେ ପ୍ରଧାନମନ୍ତ୍ରୀ । ଚାଷୀଙ୍କ ଖାତାକୁ ଆସିଲା ପିଏମ କିଷାନ ଟଙ୍କା

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ମିଳିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ମିଳିଛି।

644

କନକବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପିଏମ୍‌-କିଷାନ ଯୋଜନାର ୧୮ତମ କିସ୍ତି ବାବଦରେ ୨୦ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ଦେଶର ୯.୪ କୋଟିରୁ ଊର୍ଦ୍ଧ୍ୱ ଚାଷୀଙ୍କ ବ୍ୟାଙ୍କ ଖାତାକୁ ୨,୦୦୦ ଟଙ୍କା ଲେଖାଏ ମିଳିଛି ।  ମହାରାଷ୍ଟ୍ରର ଓ୍ବାଶିମ୍‌ଠାରେ ଏକ କାର୍ୟ୍ୟକ୍ରମରେ ଏହି ଅର୍ଥ ରାଶି ଡାଇରେକ୍ଟ ବେନିଫିଟ୍‌ ଟ୍ରାନ୍ସଫର ଜରିଆରେ ପଠାଯାଇଛି । 

ପିଏମ୍‌-କିଷାନ ଯୋଜନା୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିଲା। ଉକ୍ତ ଯୋଜନାରେ ହିତାଧିକାରୀ ଚାଷୀମାନଙ୍କୁ ବାର୍ଷିକ ୬,୦୦୦ ଟଙ୍କା ୩ଟି ସମାନ କିସ୍ତିରେ ପ୍ରଦାନ କରାଯାଇଥାଏ ।

ଯଦି କିସ୍ତି ଟଙ୍କା ଆକାଉଣ୍ଟରେ ଜମା ହୋଇଛି କି ନାହିଁ ଜାଣବାକୁ ଚାହୁଁଛନ୍ତି ତେବେ pmkisan.gov.in କୁ ଯାଇ ଆପଣଙ୍କର ସ୍ଥିତି ଯାଞ୍ଚ କରିପାରିବେ। ୱେବସାଇଟରେ ଥିବା ‘Know Your Status’ ଟ୍ୟାବ ଉପରେ କ୍ଲିକ କରି ପଞ୍ଜୀକରଣ ନମ୍ବର ଏବଂ କ୍ୟାପଚା କୋଡ ପ୍ରବେଶ କରି ସୂଚନା ପାଇପାରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe