ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସୁଭଦ୍ରା ଯୋଜନାର ଉଦଘାଟନ ସହ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା

Advertisment

ଓଡ଼ିଶା ଆସୁଛନ୍ତି ମୋଦୀ। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୭ ତାରିଖ ଦିନ ୧୧ଟା ୩୫ ମିନିଟରେ ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

ଓଡ଼ିଶା ଆସୁଛନ୍ତି ମୋଦୀ। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୭ ତାରିଖ ଦିନ ୧୧ଟା ୩୫ ମିନିଟରେ ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ।

dwdw

କନକ ବ୍ୟୁରୋ: ଓଡ଼ିଶା ଆସୁଛନ୍ତି ମୋଦୀ। ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୧୭ ତାରିଖ ଦିନ ୧୧ଟା ୩୫ ମିନିଟରେ ମୋଦି ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସିଧାସଳଖ ଯିବେ ଜନତା ମଇଦାନ। ଦିନ ୧୨ଟାରୁ ଗୋଟାଏ ମଧ୍ୟରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଦେଶର ବିଭିନ୍ନ ସ୍ଥାନରେ ହେବାକୁ ଥିବା ପ୍ରକଳ୍ପ ପାଇଁ ଜନତା ମଇଦାନରୁ ଭର୍ଚୁଆଲ ମାଧ୍ୟମରେ ଶିଳାନ୍ୟାସ କରିବେ ମୋଦୀ। ଏଥିସହ ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ହିତାଧିକାରୀ ମାନଙ୍କୁ ସେହିଦିନ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରାଯିବ। ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଥିବାରୁ ସେଦିନ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଦିଆଯିବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe