ମାର୍ଚ୍ଚରେ ସୁଭଦ୍ରାର ଦ୍ବିତୀୟ କିସ୍ତି । ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ  ମିଳିବ ଟଙ୍କା  ।

Advertisment

ମାର୍ଚ୍ଚରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ।  ଜାନୁଆରୀ ଶେଷ ସୁଦ୍ଧା  ୧ କୋଟି  ମହିଳାଙ୍କୁ  ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ।

Updated On

ମାର୍ଚ୍ଚରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ।  ଜାନୁଆରୀ ଶେଷ ସୁଦ୍ଧା  ୧ କୋଟି  ମହିଳାଙ୍କୁ  ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ।

ଅଦ୍ୟତନ ହୋଇଛି
subahdra  22

Photograph: (kanaknews)

କନକ ବ୍ୟୁରୋ: ମାର୍ଚ୍ଚରେ  ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ।  ଜାନୁଆରୀ ଶେଷ ସୁଦ୍ଧା  ୧ କୋଟି  ମହିଳାଙ୍କୁ  ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ  ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । 

ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୮୦ ଲକ୍ଷ ହିତାଧିକାରୀଙ୍କୁ କିସ୍ତି ଟଙ୍କା ପ୍ରଦାନ କରାଯାଇଛି । ତେବେ ଏହି ଟଙ୍କାର ଉପଯୁକ୍ତ ବିନିଯୋଗ ହେଉଛି କି ନାହିଁ ତାହା ଜାଣିବା ପାଇଁ ମନ୍ତ୍ରୀ ମାନଙ୍କୁ ଦାୟିତ୍ବ ଦିଆଯାଇଛି । ୭୫ ପ୍ରତିଶତ ମହିଳା ସୁଭଦ୍ରା ଟଙ୍କା ଦ୍ବାରା ଛୋଟ ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe