ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍ ; ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ପୁଲିସ

ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍ । ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ପୁଲିସ  । ନୟାଗଡ଼ର ରାଣୀ ମହୁମାଛିଙ୍କ ଜରିଆରେ ଚାଲିଥିଲା ଦେହ ବ୍ୟବସାୟ  । ଅଧିକ ତଦନ୍ତ ଜାରି  ।

40aa

କନକ ବ୍ୟୁରୋ: ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍ । ମାଡ଼ି ବସିଲା ପୋଲିସ । ୪ ଯୁବତୀଙ୍କୁ ଉଠାଇ ନେଲା ଖଣ୍ଡଗିରି ଥାନା ପୋଲିସ । ଖଣ୍ଡଗିରି ଅଞ୍ଚଳର ଏକ ଘରେ ଏହି ସେକ୍ସ କାରବାର ଚାଲିଥିଲା । ଖବର ପାଇ ପୋଲିସ ଚଢାଉ କରିଛି। ନୟାଗଡ଼ର ଜଣେ ରାଣୀ ମହୁମାଛୀଙ୍କ ଜରିଆରେ ଏହି କାରବାର ଚାଲିଥିବା ପୋଲିସ ଜାଣିବାକୁ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe