ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆସନ୍ତା ୩ବର୍ଷରେ ୫ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ କୋଠା ଘର

Advertisment

ଏହାସହ ଆସନ୍ତା ମାସରେ ୧ ଲକ୍ଷ ଘର ବଣ୍ଟନ ହେବ । ଅନ୍ତଦ୍ୱୟ ଗୃହ ଯୋଜନାରେ ଆଉ ୧ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯିବ । ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା । ଏନେଇ ବିଭାଗୀୟ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି ।

sdffsfsdsfsfs

କନକ ବ୍ୟୁରୋ : ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବଡ଼ ଘୋଷଣା କରିଛନ୍ତି । ସରକାରଙ୍କ ଘୋଷଣା ମୁତାବକ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ଆଉ ୫ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ବଣ୍ଟନ କରାଯିବ । ଏହାସହ ଆସନ୍ତା ମାସରେ ୧ ଲକ୍ଷ ଘର ବଣ୍ଟନ ହେବ । ଅନ୍ତ୍ୟୋଦୟ ଗୃହ ଯୋଜନାରେ ଆଉ ୧ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରାଯିବ । ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ ସାମିଲ କରାଯାଇଥିଲା । ଏନେଇ ବିଭାଗୀୟ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି । ସେ କହିଛନ୍ତି କି, ମେ'ମାସ ଶେଷ ଯାଏ ଆବାସ ଯୋଜନାର ସର୍ଭେ ହେବ । ଏବେ ସୁଦ୍ଧା ୨୯ ଲକ୍ଷ ହିତାଧିକାରୀ ସର୍ଭେରେ ଯୋଡି ହେଲେଣି । ସର୍ଭେରେ ଯୋଡି ହେବାକୁ ସରକାର ବ୍ୟାପକ ସଚେତନ କରିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe