ଶୀତଳ ଭଣ୍ଡାର ପାଇଁ ରାଜ୍ୟ ସରକାରଙ୍କ ନୂଆ ପଲିସି । ଉତ୍କର୍ଷ ଓଡ଼ିଶା ସମ୍ମିଳନୀରେ ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

Advertisment

ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ନୂଆ ବିଳ୍ପବ ଆଣିବାକୁ ବେଶ ସକ୍ଷମ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆମେ ଚାଷୀ ବା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରାଯାଉଛି।

ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ନୂଆ ବିଳ୍ପବ ଆଣିବାକୁ ବେଶ ସକ୍ଷମ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆମେ ଚାଷୀ ବା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରାଯାଉଛି।

37 cold

37 cold Photograph: (37 cold )

କନକ ବ୍ୟୁରୋ : ଶୀତଳ ଭଣ୍ଡାର ପାଇଁ ରାଜ୍ୟ ସରକାରଙ୍କ ନୂଆ ପଲିସି। ଉତ୍କର୍ଷ ଓଡିଶା ସମ୍ମିଳନୀରେ ଶୁଭାରମ୍ଭ କଲେ ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଏହି ସମୟ ହିଁ ଉପଯୁକ୍ତ ସମୟ ଓଡିଶାରେ ନିବେଶ କରିବା ପାଇଁ । ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ନୂଆ ବିଳ୍ପବ ଆଣିବାକୁ ବେଶ ସକ୍ଷମ। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଆମେ ଚାଷୀ ବା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରାଯାଉଛି। ସ୍ମାର୍ଟ ଫାର୍ମିଂ ଏବଂ ଡିଜିଟାଲ ମାର୍କେଟିଂ ଦିଗରେ ମୋହନ ସରକାର କାର୍ୟ୍ୟ କରୁଛନ୍ତି । ଜୈବିକ ପ୍ରଣାଳୀରେ ଚାଷ ଆମ ସରକାରଙ୍କ ଫୋକସ। ଓଡ଼ିଶାର କୃଷି ଶିଳ୍ପ ଏବଂ ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପରେ ପୁଞ୍ଜି ନିବେଶ କରିବାକୁ ଶିଳ୍ପପତିଙ୍କୁ ଆହ୍ବାନ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe