ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାର ଦେବେ ବଡ଼ ଭେଟି : ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା

Advertisment

ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାର ଦେବେ ବଡ଼ ଭେଟି, ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା। ବ୍ରହ୍ମପୁର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳାଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

subhadra 9 0

Photograph: (KanakNews )

କନକବ୍ୟୁରୋ : ମହିଳା ଦିବସରେ ମହିଳାଙ୍କୁ ରାଜ୍ୟ ସରକାର ଦେବେ ବଡ଼ ଭେଟି, ଆକାଉଣ୍ଟକୁ ଆସିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା। ବ୍ରହ୍ମପୁର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳାଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୨୫ହଜାର ମହିଳା ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।  

ଏସବୁ ଭିତରେ କୋଟିଏ ଟପିଛି ସୁଭଦ୍ରା ହିତାଧିକାରୀ ସଂଖ୍ୟା  ।  ଏହା ପୂର୍ବରୁ ୬ତାରିଖରେ ପ୍ରଥମ କିସ୍ତିର ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଟଙ୍କା ପାଇଥିଲେ ରାଜ୍ୟର ୨ଲକ୍ଷ ୩୦ହଜାରରୁ ଅଧିକ ହିତାଧିକାରୀ  ।  ସେପଟେ ମାର୍ଚ୍ଚ ୩୧ ସୁଭଦ୍ରା ଆବେଦନର ଶେଷ ତାରିଖ ହୋଇଥିବା ବେଳେ ସେବେଠାରୁ ଚାଲିବ ସର୍ଭେ । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଡୋର ଟୁ ଡୋର ସର୍ଭେ କରିବେ ମିଶନ ଶକ୍ତି ମହିଳା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe