କନକ ବ୍ୟୁରୋ: ଆରମ୍ଭ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସ୍ଥଳଭାଗ ଛୁଇଁଲା ବାତ୍ୟା । ତେବେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ଧରି ଚାଲିବ । ସକାଳ ପର୍ୟ୍ୟନ୍ତ ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି କୁହାଯାଉଛି । ତେବେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସମୟରେ ପବନର ବେଗ ୧୦୦ ଉପରେ ରହିବ ବୋଲି ଅନୁମାନ କରାଯାଉଛି ।
ଆରମ୍ଭ ହେଲା ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା
ଆରମ୍ଭ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ସ୍ଥଳଭାଗ ଛୁଇଁଲା ବାତ୍ୟା । ତେବେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ଧରି ଚାଲିବ
/kanak/media/media_files/2024/10/25/ThjVw1lkHfDniRWzzMR4.jpg)