କନକ ବ୍ୟୁରୋ: ଖୁବଶୀଘ୍ର ଆକାଉଣ୍ଟକୁ ଆସିବ ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୪୭ ଲକ୍ଷ ମହିଳାଙ୍କୁ ମିଳିବ ଯୋଜନାର ଲାଭ । ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନା ପାଇଁ ୯୩ ଲକ୍ଷ ମହିଳା ଆବେଦନ କରିଛନ୍ତି । ଏନେଇ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ମହିଳାଙ୍କ ଆକାଉଣ୍ଟକୁ ଆସିବ ଦ୍ୱିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା: ଖୁବଶୀଘ୍ର ହେବ ତାରିଖ ଘୋଷଣା
ଖୁବଶୀଘ୍ର ଆକାଉଣ୍ଟକୁ ଆସିବ ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୪୭ ଲକ୍ଷ ମହିଳାଙ୍କୁ ମିଳିବ ଯୋଜନାର ଲାଭ ।
/kanak/media/media_files/FQ9zC6sAa5aNSsMZyG5U.jpg)