କନକବ୍ୟୁରୋ : ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ  ।   ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ ।  ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର । ସମୟ ଆସିଲେ ପଞ୍ଚାୟତ ନିର୍ବାଚନ ନେଇ ନିଷ୍ପତ୍ତି ହେବ ।  ପଞ୍ଚୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।  ସବଡିଭିଜନ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି ।  ୧୦ ଦିନ ଭିତରେ ଜିଲ୍ଲପାଳଙ୍କ ସହ ବୈଠକ ହୋଇଛି ।  ବୁଥ୍‌, ବାଲାଟ ବକ୍ସ ସହ ଯାହା ଆବଶ୍ୟକ କାମ ଆରମ୍ଭ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁ ଯେଉଁ ସ୍ତରରେ କାମ ହେବା କଥା ହେବ। ପାଞ୍ଚୟତ ନିର୍ବାଚନକୁ ଅଳ୍ପ ସମୟ ଥିବାରୁ ଉପନିର୍ବାଚନ ପାଇଁ ନିଷ୍ପତ୍ତି ହୋଇନାହିଁ  ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ କମିସନର ସୂଚନା ଦେଇଛନ୍ତି।..

Advertisment

ଅଧିକ ପଢନ୍ତୁ... ପୁଣି ବଢ଼ିଲା ସୁନା ଦର, ରୁପା ଦର ୪୦ହଜାରକୁ ବୃଦ୍ଧି : ମାଲାମାଲ ନିବେଶକ