କନକବ୍ୟୁରୋ :  ଏବେ ହେବନି ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ। ଗତ କିଛି ଦିନ ଧରି ଲାଗିରହିଥିବା ଚର୍ଚ୍ଚାରେ ବିରାମ ଲଗାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।  ଆଜି ସମ୍ବଲପୁର ଗସ୍ତ ବେଳେ ମନମୋହନ ସାମଲ ଏହି ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ।  ମନମୋହନ କହିଛନ୍ତି, ଏବେ ନିଗମ ବୋର୍ଡ ପାଇଁ ଯୋଜନା ଚାଲିଛି । ଖୁବଶୀଘ୍ର ସମ୍ବଲପୁର ଜିଲ୍ଲା ସଭାପତି ଚୟନ ହେବେ ।  

Advertisment