ଆଜି ୨୦ ଲକ୍ଷ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ସୁନ୍ଦରଗଡରେ ମୁଖ୍ୟମନ୍ତ୍ରୀଙ୍କ ବିରାଟ ସମାବେଶ

Advertisment

ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇବେ। ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି ।  ସେମାନେ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବେ ବୋଲି ଗତକାଲି କହିଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । 

ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇବେ। ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି ।  ସେମାନେ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବେ ବୋଲି ଗତକାଲି କହିଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । 

Z\ZòþZMþ

କନକ ବ୍ୟୁରୋ : କିଛି ସମୟ ପରେ ଆସିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ୨୦ ଲକ୍ଷରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଆସିବ। ସୁନ୍ଦରଗଡ଼ରେ ଏଥିପାଇଁ ବିରାଟ ଆୟୋଜନ ହୋଇଛି। ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ହିତାଧିକାରୀଙ୍କ ଆକାଉଣ୍ଟକୁ  ସିଧାସଳଖ ଟଙ୍କା ପଠାଇବେ । ଆବେଦନ କରି ବିଭିନ୍ନ କାରଣରୁ ବାଦ ପଡ଼ିଥିବା୨ ଲକ୍ଷ ୬୭ ହଜାର ହିତାଧିକାରୀ ଏଥର ସୁଭଦ୍ରା ପାଇବେ। ବାଦ ପଡ଼ିଥିବା ହିତାଧିକାରୀଙ୍କ ବାବଦରେ ରିପୋର୍ଟ ଆସିବା ପରେ ପ୍ରାୟ ୨୫ ପ୍ରତିଶତ ସଂଶୋଧନ କରାଯାଇଛି ।  ସେମାନେ ତୃତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇବେ ବୋଲି ଗତକାଲି କହିଥିଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । 

ଆଜି ଆସିବ ସୁଭଦ୍ରା ଟଙ୍କା 
ସୁନ୍ଦରଗଡ଼ରୁ ଆସିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା 
୨୦ ଲକ୍ଷରୁ ଅଧିକ ମହିଳା ହେବେ ଉପକୃତ 
ସୁନ୍ଦରଗଡରୁ ମୁଖ୍ୟମନ୍ତ୍ରୀ ରିଲିଜ କରିବେ ଟଙ୍କା  
ହିତାଧିକାରୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଆସିବ 
ମିସ ମ୍ୟାଚ୍‌ ହୋଇଥିବା ଆକାଉଣ୍ଟକୁ ଯିବନି ଟଙ୍କା 
୫ ଲକ୍ଷ ଆବେଦନକାରୀ ଚଳିତଥର ଲାଭବାନ ହୋଇପାରିବେ ନାହିଁ 
ସେମାନଙ୍କ ଆକାଉଣ୍ଟ-ଆଧାର ଲିଂକରେ ସମସ୍ୟା ଅଛି 
ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସାମିଲ ହେବେ 
ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ 
ସମାଧାନ ହେବା ପରେ ଡିସେମ୍ବରରେ ସେମାନେ ପାଇପାରିବେ 
ପ୍ରଥମ କିସ୍ତିରେ ଦୁଇଟି ପର୍ୟ୍ୟାୟରେ ୬୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ଟଙ୍କା ମିଳିଛି 
ଡିସେମ୍ବରରେ ସୁଦ୍ଧା ଏକ କୋଟି ମହିଳା ପାଇବେ ସୁଭଦ୍ରା ଟଙ୍କା  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe