କନକବ୍ୟୁରୋ : ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି । ସେପଟେ ଉତ୍କଳ ସମ୍ମିଳନୀ ପକ୍ଷରୁ ଭୁବନେଶ୍ୱର ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି । ଉତ୍କଳ ସମ୍ମିଳନୀର ବହୁ ସଂଖ୍ୟାରେ କର୍ମକର୍ତ୍ତା ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି । ସେହିପରି ବିଭିନ୍ନ ସଂଗଠନ ପକ୍ଷରୁ ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି ।
ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ : ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି । ସେପଟେ ଉତ୍କଳ ସମ୍ମିଳନୀ ପକ୍ଷରୁ ଭୁବନେଶ୍ୱର ଗୋପବନ୍ଧୁ ଛକ ନିକଟରେ ଥିବା ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଛି
/kanak/media/media_files/2025/10/09/15-2025-10-09-11-00-02.jpg)