ଆଜି ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିନ ,ଦେଶ ପାଳୁଛି ଜାତୀୟ କ୍ରୀଡା ଦିବସ

Advertisment

ଆଜି ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ । ଏହି ଦିନକୁ ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି

ଆଜି ହକି ଯାଦୁକର ମେଜର ଧ୍ୟାନଚାନ୍ଦଙ୍କର ଜନ୍ମଦିନ । ଏହି ଦିନକୁ ଦେଶରେ ଜାତୀୟ କ୍ରୀଡା ଦିବସ ପାଳନ କରାଯାଉଛି

dhanychand

କନକବ୍ୟୁରୋ: ୧୯୦୫ ମସିହା ଅଗଷ୍ଟ ୨୯ ତାରିଖ ଆହ୍ଲାବାଦ ପ୍ରୟୋଗ ଠାରେ ଜନ୍ମଗ୍ରହଣ କରିଥିଲେ ମେଜର ଧ୍ୟାନଚାନ୍ଦ ବା ହକିର ପୁରୁଷ । ସେ ଏକ ରାଜପୁତ ପରିବାରରେ ଜନ୍ମଗ୍ରହଣ କରିଥଲେ । ତାଙ୍କ ଜନ୍ମଦିବସକୁ ହକିଦିବସ ବା କ୍ରୀଡଦିବସ ଭାବେ ପାଳନ କରାଯାଏ । ତେବେ ଏହି ଅବସରରେ ସୁନ୍ଦରଗଡ଼ରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିନି ମାରାଥନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପରିସରରୁ ନୂତନ ବସ ଷ୍ଟାଣ୍ଡ ଛକ ଯାଏ ଏହି ମାରାଥନ ଆୟୋଜନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ । ନିଜେ ଫିଟ୍ ରହିବା ସହ ନିଜ ପରିବାର ଏବଂ ସମ୍ପର୍କୀୟଙ୍କୁ ମଧ୍ୟ ଫିଟ୍ ରଖିବା ପାଇଁ ଶପଥ ନେଇଛନ୍ତି ଅଂଶଗ୍ରହଣକାରୀ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe