କନକବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ। ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ଦର୍ଶନ ବନ୍ଦ ହେବ । ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ । ଏହାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି : ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ ଦର୍ଶନ ବନ୍ଦ ହେବ
/kanak/media/media_files/2025/04/02/XW3Z8rc4DuVArpvDU1VX.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)