ଆଜି ମହାପ୍ରଭୁଙ୍କ ବନକଲାଗି ନୀତି : ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ  ଦର୍ଶନ ବନ୍ଦ ହେବ

srimandir

Photograph: (KanakNews)

କନକବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ ରହିବ।  ମହାପ୍ରଭୁଙ୍କ ବନକଲାଗି ନୀତି ଯୋଗୁଁ   ଦର୍ଶନ ବନ୍ଦ ହେବ ।  ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଲାଗିବ ।  ଏହାପରେ ଆପାତତଃ ଅପରାହ୍ନ  ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe