ଆଜି ଶ୍ରୀମନ୍ଦିରରେ ପଇତାଲାଗି ନୀତି : ୪ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Advertisment

ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ନୀତି ସମ୍ପର୍ଣ୍ଣ ହେବା ପରେ ଶ୍ରଦ୍ଧାଳୁମାନେ ପୁଣି ଦର୍ଶନର ସୁଯୋଗ ପାଇବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ନୀତି ସମ୍ପର୍ଣ୍ଣ ହେବା ପରେ ଶ୍ରଦ୍ଧାଳୁମାନେ ପୁଣି ଦର୍ଶନର ସୁଯୋଗ ପାଇବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

rashu

କନକବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ପଇତାଲାଗି ନୀତି । ମାର୍ଗଶୀର ମାସ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଏହି ନୀତି ପାଇଁ ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ନୀତି ସମ୍ପର୍ଣ୍ଣ ହେବା ପରେ ଶ୍ରଦ୍ଧାଳୁମାନେ ପୁଣି ଦର୍ଶନର ସୁଯୋଗ ପାଇବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe