କନକ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏହି ବୈଠକରେ କେଉଁ କେଉଁ ପ୍ରସଙ୍ଗ ଆଲୋଚନା ହେବ ସ୍ପଷ୍ଟ ହୋଇନାହିଁ । ତେବେ ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ଏହାଛଡ଼ା ଅନ୍ୟ କିଛି ପ୍ରସଙ୍ଗ ଉପରେ ଆଲୋଚନା ହୋଇ ପ୍ରସ୍ତାବ ଉପରେ ମୋହର ବାଜିପାରେ ।
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ; ଶିକ୍ଷାନୀତି ଲାଗୁ ଉପରେ ଆଲୋଚନା ନେଇ ସୂଚନା
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ମିଟିଂ । ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବା ପ୍ରସଙ୍ଗରେ ବାଜିବାରେ ମୋହର ।
/kanak/media/media_files/2024/11/13/ep1DYTC8d3nUCQtSXnBu.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)