ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ; ଶିକ୍ଷାନୀତି ଲାଗୁ ଉପରେ ଆଲୋଚନା ନେଇ ସୂଚନା

 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ମିଟିଂ । ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବା ପ୍ରସଙ୍ଗରେ ବାଜିବାରେ ମୋହର ।

3s

କନକ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ  ଏହି ବୈଠକ ବସିବ । ଏହି ବୈଠକରେ କେଉଁ କେଉଁ ପ୍ରସଙ୍ଗ ଆଲୋଚନା ହେବ ସ୍ପଷ୍ଟ ହୋଇନାହିଁ । ତେବେ ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷାନୀତି ଲାଗୁ କରିବା ପ୍ରସଙ୍ଗରେ ଆଲୋଚନା ହୋଇପାରେ। ଏହାଛଡ଼ା ଅନ୍ୟ କିଛି ପ୍ରସଙ୍ଗ ଉପରେ ଆଲୋଚନା ହୋଇ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe