କନକ ବ୍ୟୁରୋ: ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ କରିବେ । ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁସାରେ, ଯେଉଁମାନଙ୍କୁ ଏହି ଟଙ୍କା ମିଳିନି, ୩ ଓ ୪ ତାରିଖରେ ବ୍ୟାଙ୍କୁ ଯାଇ ଇକେୱାଇସି କ୍ଲିଅର କଲେ ଏହି ଟଙ୍କା ମିଳିବ । ଯଦି ହିତାଧିକାରୀଙ୍କୁ ବ୍ୟାଙ୍କ ଏନପିସିଆଇ କ୍ଲିଅର ହୋଇଯାଇଥିବ ସେମାନଙ୍କୁ ଏହି ପର୍ୟ୍ୟାୟରେ ଟଙ୍କା ମିଳିଯିବ । ତେବେ ଏହି ପର୍ୟ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ।
କାଲି ଆସିବ ସୁଭଦ୍ରା ଟଙ୍କା ; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ କରିବେ । ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ।
/kanak/media/media_files/2025/02/07/IR7518h9NknltmaFednX.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)