କନକ ବ୍ୟୁରୋ: କାହିଁକି ଆତ୍ମହତ୍ୟା କଲେ କିନ୍ନର । ଗଞ୍ଜାମ ଦିଗପହଣ୍ଡି ଥାନା ଫାଶୀଗୁଡ଼ା ଗାଁରେ କିନ୍ନରଙ୍କ ଆତ୍ମହତ୍ୟାକୁ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ । ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି କିନ୍ନର ଅର୍ଚ୍ଚିତା ବିଷୋୟୀ ।
ଗତକାଲି ଫାଶୀଗୁଡା ଗାଁରେ ଚାଲିଥିବା ଦଣ୍ଡନାଚରେ ସେ ଅଭିନୟ କରିଥିଲେ । ରାତିରେ ଫାଶୀଗୁଡା ଗାଁରେ ଏକ ଘରେ ବିଶ୍ରାମ ନେଇଥିଲେ । ସକାଳୁ କବାଟ ନଖୋଲିବାରୁ ସନ୍ଦେହ ସୃଷ୍ଟି ହୋଇଥିଲା । ଦଣ୍ଡନାଚ କମିଟି ଓ ଗ୍ରାମବାସୀ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/12/yElSrsjdE9uy4uV6rRv6.jpg)