କନକବ୍ୟୁରୋ : ଓଡ଼ିଶା ପୋଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ର ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ । ଚାରିଟି ସ୍ଥାନରେ ଚାଲିଛି ରେଡ୍ । ଭୁବନେଶ୍ବର ଦୁଇଟି ଓ ବ୍ରହ୍ମପୁରର ଦୁଇଟି ସ୍ଥାନରେ ଚଢାଉ କରି ଖୋଳତାଡ଼ କରୁଛି ଭିଜିଲାନ୍ସ ବିଭାଗ ।
ଆଇଗିଣିଆରେ ଥିବା ବାସଘର, ମଞ୍ଚେଶ୍ବର ବରିମୁଣ୍ଡ ପୈତୃକ ଘରେ ଚଢାଉ କରାଯାଉଛି । ସେହିପରି ବ୍ରହ୍ମପୁର ଖାରବେଳନଗରରେ ଥିବା ଭଡ଼ା ଘର ଓ ବିଏନ୍ପୁରରେ ଥିବା କାର୍ଯ୍ୟାଳୟରେ ବି ପହଞ୍ଚି ରେଡ କରୁଛି ଭିଜିଲାନ୍ସ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/11/18/9KZ97XyrlQdmo9YAGq53.jpg)