କନକ ବ୍ୟୁରୋ : ଶିବସେନା , ୟୁବିଟି ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ ତାଙ୍କର ସର୍ଜରୀ କରାଯାଇଛି ।
ଉଦ୍ଧବ ଠାକରେ ଅସୁସ୍ଥ । ଛାତିରେ ଯନ୍ତ୍ରଣା ପରେ ମୁମ୍ବାଇର ରିଲିଆନ୍ସ ହସ୍ପିଟାଲରେ ଭର୍ତ୍ତି
ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ମୁମ୍ବାଇର ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋମବାର ସକାଳେ ହାର୍ଟରେ ବ୍ଳକେଜ ଚିହ୍ନଟ ହେବା ପରେ ତାଙ୍କର ସର୍ଜରୀ କରାଯାଇଛି ।
/kanak/media/media_files/TAaUEOEdoCvGtrqd9rBx.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)