ଚୌଦ୍ୱାର ଜେଲର ପିଛା ଛାଡ଼ୁନି ବିବାଦ : ଜେଲ ୱାର୍ଡରେ ଜଣେ ବିଚାରଧିନ କଏଦୀଙ୍କ ଆତ୍ମହତ୍ୟା

Advertisment

ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବାବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି ।  

ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବାବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି ।  

09

Photograph: (KANAKNEWS)

କନକବ୍ୟୁରୋ : ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବାବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି ।  ମୃତକ ବିଚାରଧିନ କଏଦୀ ଜଣଙ୍କ ହେଲେ, କଟକ ଦରଘାବଜାର ଅଞ୍ଚଳର ମହମ୍ମଦ କଲିମ ।  ଗତ ଡିସେମ୍ୱର ୧୩ ତାରିଖରେ ଦରଘାବଜାର ଥାନା ପୁଲିସ ଦ୍ୱାରା ଗିରଫ ହୋଇ ଜେଲକୁ ଆସିଥିଲା । ଜେଲ ଭିତରେ ଏମିତି କଣ ଘଟିଲା ଯେ ମହମ୍ମଦ କଲିମ ଏପରି ଚରମ ନିଷ୍ପତ୍ତି ନେଲେ ତାହା ଏବେ ବଡ଼ ପ୍ରଶ୍ନ ସୃଷ୍ଟି କରିଛି ।

ଅଧିକ ପଢନ୍ତୁ... ଆଜିଠୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ସେପଟେ ଚୌଦ୍ଵାର ଜେଲର କଡ଼ା ସୁରକ୍ଷା ବଳୟ ଭିତରେ କିଭଳି ଜଣେ ବିଚାରଧୀନ କଏଦୀ ଆତ୍ମାହତ୍ୟା କଲେ ତାକୁ ନେଇ ଆରମ୍ଭ ହୋଇଛି ତନାଘନା ।  ଉଠିଲା ପ୍ରଶ୍ନ କଣ କରୁଥିଲେ ସୁରକ୍ଷାରେ ଥିବା ୱାର୍ଡର । ଏହି ଘଟଣା ଚୌଦ୍ୱାର ଜେଲର ହୁଗୁଳା ସୁରକ୍ଷା ବ୍ୟବସ୍ଥା ପୁଣି ପଦାରେ ପକାଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe