କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । SDRF ଫଣ୍ଡରୁ ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ ।
୩୩ ପ୍ରତିଶତ ରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୁରଣ । ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୨୬ ହଜାର ହେକ୍ଟର ଫସଲ କ୍ଷତି, ୨୯୧ କୋଟି ସହାୟତା ମିଳିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/01/03/AU1Q5ip4Z9jtxHYtHylP.jpg)