ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ  । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Advertisment

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩୩ ପ୍ରତିଶତରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୁରଣ ।

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୩୩ ପ୍ରତିଶତରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୁରଣ ।

mohan 44

କନକ ବ୍ୟୁରୋ:  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ ଘୋଷଣା । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । SDRF  ଫଣ୍ଡରୁ  ଚାଷୀଙ୍କୁ ସମସ୍ତ କ୍ଷତିପୂରଣ ଦିଆଯିବ ।

୩୩ ପ୍ରତିଶତ ରୁ ଅଧିକ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ମିଳିବ କ୍ଷତିପୁରଣ । ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ୨ ଲକ୍ଷ ୨୬ ହଜାର  ହେକ୍ଟର ଫସଲ କ୍ଷତି, ୨୯୧ କୋଟି ସହାୟତା ମିଳିବ ।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe